ରାଜ୍ୟ ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ବିଭାଗ ଯୁଗ୍ମ ନିର୍ଦ୍ଦେଶକ; ୫୭ ଏକର ଜମି ଠାବ June 30, 2025 Nirvay ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍ କରିଛି । ଭୁବନେଶ୍ୱର, କଳାହାଣ୍ଡି ଓ ନବରଙ୍ଗପୁର ସମେତ ଦୟାନିଧିଙ୍କ ୮ ଟି ଠିକଣାରେ…