ଦେଶ ରାଜ୍ୟ Somnath Swabhiman Parv: ଭାରତୀୟ ସଭ୍ୟତାର ଅଦମ୍ୟ ସାହସକୁ ପ୍ରଦର୍ଶନ କରୁଛି ‘ସୋମନାଥ ସ୍ୱାଭିମାନ ପର୍ବ’: ମନମୋହନ ସାମଲ January 10, 2026 Nirvay ଭାରତର ଆସ୍ଥା, ବିଶ୍ୱାସ ଓ ସଭ୍ୟତାର ପ୍ରତୀକ ହେଉଛି ଗୁଜୁରାଟର ସୋମନାଥ ମନ୍ଦିର । ଏହି ପର୍ବ ଭାରତୀୟ ସଭ୍ୟତାର ଅଦମ୍ୟ ସାହସ ଓ ନିରନ୍ତରତାକୁ ପ୍ରଦର୍ଶନ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସୋମନାଥ ପୀଠରୁ ଏହି ପର୍ବର…