ତାଜା ଖବର ରାଜ୍ୟ Somnath Swabhiman Yatra-2026: ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ June 15, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ସୋମନାଥ ମନ୍ଦିର ଅଭିମୁଖେ ଏକ ସ୍ୱତନ୍ତ୍ର ଟ୍ରେନ୍ ଗଡ଼ିଛି। ଏହାକୁ ପତାକା…