Tag: Sophia Firdous

Congress Slams Sofia: ସୋଫିଆଙ୍କ ବିଧାନସଭା ସଦସ୍ୟତା ରଦ୍ଦ ହେବା ନିଶ୍ଚିତ: କଂଗ୍ରେସ

ବାରବାଟୀ-କଟକର ବିଧାୟିକା ସୋଫିଆ ଫିରଦୋସଙ୍କ ବିଧାନସଭା ସଦସ୍ୟତା ରଦ୍ଦ ପାଇଁ ଆଉ କୌଣସି ପ୍ରତିବନ୍ଧକ ନାହିଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି । ଏହି ମର୍ମରେ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଅରବିନ୍ଦ ଦାସ କହିଛନ୍ତି,…