ରାଜ୍ୟ ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୫୬.୨୩% August 16, 2025 Nirvay ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜି ପ୍ରକାଶ ପାଇଛି । ଚଳିତ ଥର…