Tag: Soumya Ranjan Patnaik

ବିଜେଡି ପ୍ରାର୍ଥୀ ବଦ୍ରି ସମର୍ଥକଙ୍କ ଆକ୍ରମଣରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଂଜନଙ୍କ ସମର୍ଥକ ଗୁରୁତର

ଆଉ ଗୋଟିଏ ଦିନ ପରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଦେବେ ଜନତା କିନ୍ତୁ ଏବେଠୁ ଦେଖାଗଲାଣି ନିର୍ବାଚନୀ ହିଂସା । ଗତକାଲି ଘଷିପୁରାରେ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କ ସମର୍ଥକଙ୍କ ଖୁଲମଖୁଲା ଗୁଣ୍ଡାଗର୍ଦ୍ଦି ଅଭିଯୋଗ ହୋଇଛି ।…

ଘସିପୁରାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ

ଭୁବନେଶ୍ବର: ଘସିପୁରାରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ । କିଛିଦିନ ତଳେ ବିଜେପିରୁ ଘଷିପୁରା ପାଇଁ ଲଢ଼ିବେ ବୋଲି ଚର୍ଚ୍ଚା ହୋଇଥିଲା। କିନ୍ତୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚଳିତ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ…

ନିର୍ବାଚନ ଲଢ଼ିବେନି ସୌମ୍ୟରଞ୍ଜନ ପଟ୍ଟନାୟକ!

ଆଜି ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘସିପୁରରାରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି କିଛି ଦିନ ହେବ ଚର୍ଚ୍ଚା ହେଉଥିଲା। ତେବେ ସେମିତି କିଛି ହୋଇନାହିଁ। ଗତକାଲି ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଥିଲେ…

ଘସିପୁରାରୁ ଲଢ଼ିପାରନ୍ତି ସୌମ୍ୟ; ବିଜେପି ଯିବା ନେଇ ଦେଲେ ସଙ୍କେତ!

କେନ୍ଦୁଝର; ଘସିପୁରା ବିଧାନସଭା ଆସନରୁ ଲଢ଼ିପାରନ୍ତି ସୌମ୍ୟ ରଞ୍ଜନ ପଟ୍ଟନାୟକ । ଆଜି ଏନେଇ ପାଟି ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟ ପଟ୍ଟନାୟକ ଶହ ଶହ ସମଥର୍କଙ୍କ ସହ ଆସି ଆଜି ମା’ ତାରିଣୀଙ୍କ ଦର୍ଶନ ଅବସରରେ ଗଣମାଧ୍ୟମକୁ ଏମିତି ସୂଚନା…

ସୌମ୍ୟଙ୍କ ଅପେକ୍ଷାରେ ଖଣ୍ଡପଡ଼ା ଓ ଘଷିପୁରା

ନିର୍ଭୟ ମିଡିଆ : ଭୁବନେଶ୍ୱର, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ମାନଭଞ୍ଜନ କରି ପୁଣିଥରେ ନିଜ ପକ୍ଷକୁ ନେଇ ଖଣ୍ଡପଡ଼ା ବିଧାନସଭା ଆସନରେ ପ୍ରାର୍ଥୀ କରିବା ବିଜଦ ପକ୍ଷରୁ ଜୋରଦାର ଉଦ୍ୟମ ଆରମ୍ଭ ହୋଇଛି । ଅପର ପକ୍ଷରେ ଭାଜପା ମଧ୍ୟ…