ତାଜା ଖବର ରାଜ୍ୟ RDC Launches Public WhatsApp Helpline : RDCଙ୍କ ଅଭିନବ ପଦକ୍ଷେପ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ହ୍ୱାଟ୍ସଆପ୍ ନମ୍ବର ଜାରି November 11, 2026 Papirani ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ (RDC) ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଜୟ ଅମୃତ କୁଲାଙ୍ଗେ ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲାର ଲୋକମାନେ ଏବେ…