Tag: South Odisha

Cyclone Arnab Aftermath: ବାତ୍ୟା ଓ ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ନଭେମ୍ବର ୨ରେ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍

ବାତ୍ୟା ‘ଅର୍ଣ୍ଣବ’ ଓ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍‌ । ଆସନ୍ତା ନଭେମ୍ବର ୨ ତାରିଖରେ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଗସ୍ତରେ ଆସିବେ । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ…

Bus Services to South Odisha Suspended: ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ବନ୍ଦ ରହିଛି । ଯାତ୍ରୀଙ୍କ ସୁରକ୍ଷା ଏବଂ ସରକାରୀ ନିର୍ଦ୍ଦେଶନାମାକୁ ଦୃଷ୍ଟିରେ ରଖି ଘରୋଇ ବସ୍‌ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ଏହା ଫଳରେ ଦକ୍ଷିଣ ଓଡ଼ିଶାକୁ ଯାତାୟାତ କରୁଥିବା ଯାତ୍ରୀମାନେ…

ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳର ୮ ଟି ଜିଲ୍ଲାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଠାରେ ଚଳିତ ମାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷିଣାଞ୍ଚଳ ଗସ୍ତ କରି ସମସ୍ତ ଆଠଗୋଟି ଜିଲ୍ଲାର ଅଭିଯୋଗ ଶୁଣାଣି କରିବେ । ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇ…

ଜାନୁଆରୀ ୬ରେ ରାୟଗଡ଼ା ନୂଆ ରେଳ ଡିଭିଜନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ୬ ତାରିଖରେ ରାୟଗଡ଼ା ନୂଆ ରେଳ ଡିଭିଜନ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବେ । ନୂଆ ରେଳ…