Tag: Space Tech CGUSAT1

ISRO Successfully Launches Anvesha Satellite: ‘ଅନ୍ବେଷା’ ସହ ମହାକାଶକୁ ଗଲା ଓଡ଼ିଶା ନିର୍ମିତ ଉପଗ୍ରହ CGUSAT-1

ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପୋଲାର ସାଟେଲାଇଟ୍ ଲଞ୍ଚ ଯାନ (ପିଏସ୍‌ଏଲ୍‌ଭି) ସି୬୨ ମିଶନର ଉତକ୍ଷେପଣ ହୋଇଛି । ଅନ୍ବେଷା ସହ ମହାକାଶକୁ ଗଲା ଓଡ଼ିଶା ନିର୍ମିତ ଉପଗ୍ରହ CGUSAT-1 । ଆନ୍ଧ୍ର ଶ୍ରୀହରିକୋଟାରୁ PSLV-C62 ରକେଟ ଯୋଗେ ଉତ୍‌କ୍ଷେପଣ…