Tag: Speaker

ଛତୁଆ ଦୁର୍ନୀତି ମାମଲା: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଗର୍ଭବତୀ ଓ ଶିଶୁମାନଙ୍କୁ ଦିଆଯାଉଥିବା ଛତୁଆର ଦୁର୍ନୀତି ମାମଲାକୁ ନେଇ ଗୃହରେ ଏକାଧିକ ବିଧାୟକଙ୍କ ଉଦ୍‌ବେଗ । ଛତୁଆର ମାନ ନିର୍ଦ୍ଧାରଣ ନେଇ ସରକାର କଣ କଣ ପଦକ୍ଷେପ ନେଇଛନ୍ତି ବୋଲି ଗୃହରେ ଏକାଧିକ ବିଧାୟକ ପ୍ରଶ୍ନ କରିବା ସହ ଉଦବେଗ…

ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ନୂଆ ଦିଲ୍ଲୀରେ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଗତକାଲି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ।

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍‌ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇଲେ ଏନ୍‌ଡିଏ ପ୍ରାର୍ଥୀ…

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମୁହାଁମୁହିଁ ହେବେ ଓମ୍ ବିର୍ଲା ଏବଂ କେ.ସୁରେଶ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲାଙ୍କୁ ଏନଡିଏ…

ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ, ଆଜି ହେବ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ

କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? କାହାକୁ ମିଳିବ ଗୁରୁତ୍ଵପୂର୍ଣ୍ଣ ବାଚସ୍ପତି ପଦ ? ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନାମାଙ୍କନ ଦାଖଲ ହେବ । ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାମ । ଦିନ…

ବାଚସ୍ପତି ହେଲେ ସୁରମା ପାଢ଼ୀ

ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ…

ସୁରମା ପାଢୀ ହେଲେ ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି।…

ସୁରମା ପାଢ଼ୀ ହେବେ ବାଚସ୍ପତି

ରାଜ୍ୟରେ ବିଜେପି ପ୍ରଥମଥର ପାଇଁ ସରକାର ଗଠନ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ବରେ ସରକାର ଗଠନ ପାଇଁ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ଓ ରାଷ୍ଟ୍ରମନ୍ତ୍ରୀ ଶପଥପାଠ କରିଛନ୍ତି । ତେବେ ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା…