Tag: Special Land Acquisition Officer

Vigilance Nabs Special Land Acquisition Officer: ଭିଜିଲାନ୍ସ ଜାଲରେ ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ ଅଜୟ କୁମାର ଗଡ଼ନାୟକ

ସମ୍ବଲପୁର-ତାଳଚେର ରେଳପଥ ଦୋହରୀକରଣ ପ୍ରକଳ୍ପର ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ ଅଜୟ କୁମାର ଗଡ଼ନାୟକ ଓଡ଼ିଶା ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଛନ୍ତି। ଜଣେ ଜମିମାଲିକଙ୍କଠାରୁ ସେ ମୋଟ ୫ ଲକ୍ଷ ଟଙ୍କା ଲାଞ୍ଚ ଦାବି କରିଥିବା ଅଭିଯୋଗ ହୋଇଥିଲା। ସୂଚନା ଅନୁଯାୟୀ,…