ତାଜା ଖବର ରାଜନୀତି ରାଜ୍ୟ Special Session of Parliament: ସଂସଦର ସ୍ୱତନ୍ତ୍ର ଅଧିବେଶନ ପାଇଁ ହ୍ୱିପ୍ ଜାରି କଲେ ବିଜେପି ଓ କଂଗ୍ରେସ November 27, 2026 Papirani ଆସନ୍ତା ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ବସିବାକୁ ଥିବା ସଂସଦର ସ୍ୱତନ୍ତ୍ର ଅଧିବେଶନକୁ ନେଇ ଜାତୀୟ ରାଜନୀତି ସରଗରମ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ପାଇଁ ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ପକ୍ଷରୁ ନିଜ ନିଜ…