ଖେଳ ତାଜା ଖବର ରାଜ୍ୟ Payal Nag Awarded Rs 10 Lakh by Odisha Sports Dept: ପାରା ତୀରନ୍ଦାଜ ପାୟଲ ନାଗଙ୍କୁ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କଲା କ୍ରୀଡ଼ା ଓ ଯୁବସେବା ବିଭାଗ November 11, 2026 Papirani ୫ମ ଏସୀୟ ପାରା ଗେମ୍ସ ୨୦୨୬ରେ ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିଥିବା ଓଡ଼ିଶାର ପାରା କ୍ରୀଡ଼ାବିତ୍ ପାୟଲ ନାଗଙ୍କୁ କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ତାଙ୍କର ଏହି ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ…