ତାଜା ଖବର ରାଜ୍ୟ ରାଜ୍ୟସ୍ତରୀୟ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦ୍ଘାଟିତ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ November 28, 2024 Papirani ପିଲାମାନେ ତୁମ ମାନଙ୍କର ଭରପୁର ପ୍ରତିଭା ଅଛି। ବଡ ହେବା ପାଇଁ ହେଲେ ସ୍ବପ୍ନ ମଧ୍ୟ ବଡ ହେବା ଆବଶ୍ୟକ। ଯଦି ସୂର୍ଯ୍ୟରେ ପହଞ୍ଚିବାପାଇଁ ସ୍ବପ୍ନ ଦେଖି କାର୍ଯ୍ୟ କରିବା ଅତି କମ୍ରେ ଚନ୍ଦ୍ରରେ ପହଞ୍ଚିପାରିବା। ସ୍ବପ୍ନର କାନ୍ଭାସ ଯେତେ ବଡ…