Tag: Sports

ଇଂଲଣ୍ଡ ବିପକ୍ଷରେ ବର୍ମିଂହାମ୍‌ ଟେଷ୍ଟରେ ଇତିହାସ ରଚିଲେ ଗିଲ୍

ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଭାରତର ଅଧିନାୟକ ଶୁବମନ ଗିଲ୍‌ ପ୍ରଥମ ଇନିଂସରେ ଦ୍ୱିଶତକ ପରେ ଦ୍ୱିତୀୟ ଇନିଂସରେ ଆଜି ପୁଣି ଶତକ କରିଛନ୍ତି । ୧୨୯ ବଲ୍‌ରେ ଗିଲ୍‌ ୧୦୦ ରନ ପୂରଣ କରିଛନ୍ତି । ବିଶ୍ୱର ନବମ…

ଘୁଞ୍ଚିଲା ଭାରତ ବାଂଲାଦେଶ କ୍ରିକେଟ ସିରିଜ

ଭାରତ ଓ ବାଂଲାଦେଶ ମଧ୍ୟରେ ହେବାକୁ ଥିବା କ୍ରିକେଟ ସିରିଜ ନେଇ ଥିବା ଦ୍ୱନ୍ଦରେ ଆଜି ପୂର୍ଣ୍ଣଛେଦ ପଡିଛି । ଭାରତ କ୍ରିକେଟ ବୋର୍ଡ ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ର ମିଳିତ ସହମତିରେ ପ୍ରାୟ ବର୍ଷେ ଘୁଞ୍ଚିଛି ଭାରତ ବାଂଲାଦେଶ…

ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ – ୨୦୨୫ ରେ ଓଡ଼ିଆ ଖେଳାଳିଙ୍କ କମାଲ

ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ – ୨୦୨୫ ରେ ଭାରତୀୟ ମହିଳା ଦଳ ୪x୧୦୦ ରିଲେ ରେସରେ ରୌପ୍ୟ ପଦକ ଜିଣି ଦେଶ ପାଇଁ ସୁନାମ ଆଣିଛନ୍ତି ଯେଉଁଥିରେ ଓଡ଼ିଆ ଝିଅ ଶ୍ରାବଣୀ ନନ୍ଦ ମଧ୍ୟ ସାମିଲ ଅଛନ୍ତି । ସେଇଭଳି ଓଡ଼ିଶାର…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ଭିନୀଲ କ୍ରିଷ୍ଣା

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା । ୨୦୦୫ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ…

ଭାରତୀୟ ଟେଷ୍ଟ ଟିମ୍ କ୍ୟାପଟେନ ହେଲେ ଶୁବମନ ଗିଲ୍

ଇଂଲଣ୍ଡ ଗସ୍ତ ପାଇଁ ବିସିସିଆଇ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରିଛି । ଚୟନ କମିଟି ଦଳର ନୂତନ ଅଧିନାୟକ ଏବଂ ଉପ-ଅଧିନାୟକଙ୍କୁ ମଧ୍ୟ ଚୟନ କରିଛନ୍ତି । ରୋହିତ ଶର୍ମାଙ୍କ ଅବସର ପରେ ଖାଲି ପଡ଼ିଥିବା ପଦବୀରେ ଶୁବମନ…

ମେ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍‌; ଜୁନ୍ ୩ ରେ ଫାଇନାଲ୍ ମ୍ୟାଚ୍

ମେ’ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍‌‌ ମ୍ୟାଚ । ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ୬ ଟି ଭେନ୍ୟୁରେ ଅବଶିଷ୍ଟ ୧୭ ଟି ମ୍ୟାଚ ଅନୁଷ୍ଠିତ ହେବ । ବେଙ୍ଗାଲୁରୁ, ଦିଲ୍ଲୀ, ଲକ୍ଷ୍ନୌ,…

ଟେଷ୍ଟ କ୍ରିକେଟରୁ ଅବସର ନେଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ପୂର୍ବରୁ ରୋହିତ ଟି-୨୦ ରୁ ଅବସର ଘୋଷଣା କରିଥିଲେ । ଟେଷ୍ଟ ଅଧିନାୟକ ପଦରୁ ହଟିବା ସୂଚନା ପାଇବା ମାତ୍ରେ ସେ ଅବସର ନେଇଥିବା…

ଓଡ଼ିଶା ଫୁଟବଲ ସଂଘ ସଭାପତି ହେଲେ ଟଙ୍କଧର ତ୍ରିପାଠୀ

ଫୁଟବଲ୍‍ ଆସୋସିଏସନ ଅଫ୍‍ ଓଡ଼ିଶା ବା ଓଡ଼ିଶା ଫୁଟବଲ ସଂଘ (FAO) ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ଜଣେ ମାତ୍ର ପ୍ରାର୍ଥୀ ହୋଇଥିବାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ତ୍ରିପାଠୀ । ଏନେଇ ବିଜ୍ଞପ୍ତି ଜାରି…

ପୁଣି ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ହେଲେ ଧୋନି

ଆଇପିଏଲ ୨୦୨୫ ରେ ପୁଣି ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ଦାୟିତ୍ୱ ସମ୍ଭାଳିବେ ମହେନ୍ଦ୍ର ସିଂହ ଧୋନୀ । ଏନେଇ ଚେନ୍ନାଇ କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ ସ୍ପଷ୍ଟ କରିଛନ୍ତି । କ୍ୟାପଟେନ୍‌ ଋତୁରାଜଙ୍କ କହୁଣିରେ ଗଭୀର ଆଘାତ ଲାଗିଛି । ଫଳରେ…

କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର; ଡିସେମ୍ବର ୯ ରେ ବାରବାଟୀରେ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌

ଓଡ଼ିଶାର ଲକ୍ଷ ଲକ୍ଷ କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର । ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ । ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ରେ ଦକ୍ଷିଣ…