ତାଜା ଖବର ରାଜ୍ୟ National Sports Day: ଜାତୀୟ କ୍ରୀଡା ଦିବସ ଅବସରରେ ଓଡ଼ିଶା ପୋଲିସର କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି August 29, 2026 Nirvay କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ତଥା ଜାତୀୟ କ୍ରିଡା ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସ ଠାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର କୃତୀ ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।…