ତାଜା ଖବର ରାଜ୍ୟ Opening Puri Temple at midnight for New Year: କାହିଁକି ୩୧ ମଧ୍ୟରାତ୍ରରେ ଅନିଦ୍ରା ରହିବେ ମହାପ୍ରଭୁ ? December 29, 2025 Papirani ନୂଆବର୍ଷ ପାଇଁ ଏବେ ଉଠୁଛି ପଡ଼ୁଛି ପୁରୀ ସହର । ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଥିଲା ବେଳେ ଅବ୍ଯବସ୍ଥାକୁ ନେଇ ଭକ୍ତ ମହଲରେ ବଢୁଛି ତୀବ୍ର ଅସନ୍ତୋଷ । ଆଉ ଏହା ଭିତରେ ନୂଆବର୍ଷ ପାଇଁ ୩୧…
ତାଜା ଖବର ରାଜ୍ୟ Srimandir Inside Photo Viral: ଶ୍ରୀମନ୍ଦିର ରତ୍ନସିଂହାସନ ଫଟୋ ଭାଇରାଲ ମାମଲା: କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର- ଆଇନ ମନ୍ତ୍ରୀ December 17, 2025 Papirani ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଏଥିପାଇଁ କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର । କଠୋର ପଦକ୍ଷେପ ନେଇ କିପରି ବନ୍ଦ କରାଯିବ ଆଲୋଚନା ଚାଲିଛି । ପୁରୁଣା…
ତାଜା ଖବର ରାଜ୍ୟ ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର September 23, 2025 Papirani ମହାପ୍ରଭୁଙ୍କ ଅଳଙ୍କାର ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ଥାନାନ୍ତର । ଅପରାହ୍ନ ୨ଟା ୫୫ରେ ସରିଲା…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ September 23, 2025 Papirani ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ।ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ହେଲା ମହାପ୍ରଭୁଙ୍କ ଦର୍ଶନ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିର ଭିତରକୁ ଗଲେ ପ୍ରାଧୀକୃତ ସଦସ୍ୟ । ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକଙ୍କ…
ତାଜା ଖବର ରାଜ୍ୟ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ September 5, 2025 Papirani ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀରେ ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ ବଳି ବାମନ ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦିଅନ୍ତି ମହାପ୍ରଭୁ। ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଥିଲା । ବାମନ ରୂପୀ…
ତାଜା ଖବର ରାଜ୍ୟ ଆସନ୍ତାକାଲି ୫ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ September 3, 2025 Papirani ଆସନ୍ତାକାଲି ଗୁରୁବାର ଭାଦ୍ରବ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ଦୀର୍ଘ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ସୁରକ୍ଷା ନେଇ ଗଠନ ହେଲା ସବ୍କମିଟି: ଅରବିନ୍ଦ ପାଢୀ September 3, 2025 Papirani ଶ୍ରୀମନ୍ଦିର ପରିଚାଳନା କମିଟିର ଶେଷ ହେଲା ପ୍ରଥମ ବୈଠକ । ବୈଠକରେ ଏକାଧିକ ସବ୍କମିଟି ଗଠନ ହୋଇଥିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢୀ । ସେ କହିଛନ୍ତି ଶ୍ରୀମନ୍ଦିର ସୁରକ୍ଷା ନେଇ ସବ୍କମିଟି ଗଠନ ହୋଇଛି ।…
ତାଜା ଖବର ରାଜ୍ୟ ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ September 3, 2025 Papirani ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନବ ଗଠିତ କମିଟିର ଏହା ପ୍ରଥମ ବୈଠକ ଏହି ବୌଠକ ବଡଦାଣ୍ତ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଅନୁଷ୍ଠିତ ହେବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ…
ତାଜା ଖବର ରାଜ୍ୟ ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ September 1, 2025 Papirani ଶ୍ରୀମନ୍ଦିର ପରିସରରେ ଶିଶୁ ଏବଂ ମାଆଙ୍କ ପାଇଁ ଆରମ୍ଭ ହେଲା ସ୍ବତନ୍ତ୍ର ବ୍ୟବସ୍ଥା । ଶ୍ରୀମନ୍ଦିର ପରିସରରେ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ପାଇଁ ଆଉ କୌଣସି ଅସୁବିଧାର ସମ୍ମୁଖୀନ ହେବେନି ମାଆମାନେ । ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ…
ତାଜା ଖବର ରାଜ୍ୟ ଆସନ୍ତା ୩ରେ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ August 29, 2025 Papirani ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହେବାକୁ ଯାଉଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନିଳାଦ୍ରୀ ଭକ୍ତ ନିବାସ ଠାରେ ଦିନ ୧୦ଟା ୩୦ମିନିଟ୍ରେ ଏହି ବୈଠକ ବସିବ । ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ…