ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରୁ ୧୨ ଜଣ ନକଲି ଗୁମାସ୍ତା ଗିରଫ August 11, 2025 Papirani ପୋଲିସ ହାତରେ ଧରାପଡିଲେ ନକଲି ଗୁମାସ୍ତା। ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ବିଏନ୍ଏସ୍ ଧାରା ୧୧୧ ଅନୁଯାୟୀ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ…
ତାଜା ଖବର ରାଜ୍ୟ ପୁଣି ଶ୍ରୀମନ୍ଦିରରେ ଧରାହେଲା ହିଡେନ୍ କ୍ୟାମେରା ଯୁକ୍ତ ଚଷମା August 5, 2025 Papirani ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ୍ କ୍ୟାମେରା ଯୁକ୍ତ ଚଷମା ।ପଶ୍ଚିମ ଦ୍ୱାର ନିକଟରୁ ଧରାପଡ଼ିଲା ହିଡେନ୍ କ୍ୟାମେରା । ପଶ୍ଚିମବଙ୍ଗର ଜଣେ ଭକ୍ତକୁ ଧରିଲା ସିଂହଦ୍ବାର ଥାନା ପୋଲିସ । ଚଷମାରେ ହିଡେନ୍ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ ।ଯୁବକଙ୍କୁ ଅଟକ…
ତାଜା ଖବର ଦେଶ ଚଷମାରେ ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କଲେ ଯୁବକ July 29, 2025 Papirani ଶ୍ରୀମନ୍ଦିର ଭିତରକୁ ଚଷମାରେ ହିଡେନ୍ କ୍ୟାମେରା ନେଇ ଯିବା ବେଳେ ଧରାପଡିଲା ଯୁବକ । ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଇ ମନ୍ଦିର ଭିତରକୁ ପ୍ରଵେଶ କରୁଥିବା ବେଳେ ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଲା ପୋଲିସ ।…
ତାଜା ଖବର ରାଜ୍ୟ ମହାପ୍ରଭୁଙ୍କ ମୋଦକ ଚୋରି ହେବା କଥା ସତ : ଜଗନ୍ନାଥ ସ୍ବାଇଁ ମହାପାତ୍ର June 24, 2025 Papirani ମହାପ୍ରଭୁଙ୍କ ମୋଦକ ଚୋରି ହେବା କଥା ସତ ବୋଲି କହିଲେ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର । ସେ କହିଛନ୍ତି ୭୦ଟି ମୋଦକ କମିବା ସତ କଥା, କିଏ ନେଇଥିବେ ନିଶ୍ଚିତ । ସିସିଟିଭି ଦେଖି ରାଜ୍ୟ ସରକାର ଏହାର…
ତାଜା ଖବର ରାଜ୍ୟ ଚୋରି ହୋଇ ନାହିଁ ମହାପ୍ରଭୁଙ୍କ ମୋଦକ : ପୃଥ୍ବୀରାଜ ହରିଚନ୍ଦନ June 24, 2025 Papirani ମହାପ୍ରଭୁଙ୍କ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି କିଛି ଲୋକ ବାହାଦୁରୀ ନେବାକୁ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି । ମୋଦକ ଚୋରି ହୋଇ ନାହିଁ ଯାହାକୁ ନେଇ ସ୍ପଷ୍ଟ କରି ସାରିଛନ୍ତି…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣା; ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ : ଅରବିନ୍ଦ ପାଢୀ June 24, 2025 Papirani ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣାରେ ମୁହଁ ଖୋଲିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ମୋଦକ ଚୋରି ମାମଲାର ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ । ବାଡ଼ଗ୍ରାହୀଙ୍କ ଅଭିଯୋଗକ୍ରମେ ତଦନ୍ତ କରାଯାଉଛି ।…
ତାଜା ଖବର ରାଜ୍ୟ ଚୋରି ହେଲା ମହାପ୍ରଭୁଙ୍କ ଦଶମୂଳ ମୋଦକ June 24, 2025 Papirani ମହାପ୍ରଭୁଙ୍କ ନୀତିରେ ପୁଣି ମହାବିଭ୍ରାଟ । ଶ୍ରୀମନ୍ଦିର ପରିସରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି…
ତାଜା ଖବର ରାଜ୍ୟ ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ June 11, 2025 Papirani ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏନେଇ ପୁରୀ ବଡ଼ଦାଣ୍ଡରେ ଜନ ସମୁଦ୍ର ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ପୁରୀରେ ପହଞ୍ଚଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ନାନବେଦୀରେ…
ତାଜା ଖବର ରାଜ୍ୟ ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତି June 11, 2025 Papirani ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ବିଜେ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ଭୋରରୁ ପହଣ୍ଡି ଆରମ୍ଭ ହୋଇସାରିଛି । ମହାପ୍ରଭୁଙ୍କର ଏହି ଦିବ୍ୟ ଦର୍ଶନ ଦେଖିବା…
ତାଜା ଖବର ରାଜ୍ୟ ଆଜି ଶ୍ରୀମନ୍ଦିରରେ ସେନାପଟା ଲାଗି ନୀତି: ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ June 10, 2025 Papirani ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି। ଏଥିପାଇଁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତିରେ ଯୋଗଦାନ କରିଥାନ୍ତି।…