Tag: Srimandir

ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣା; ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ : ଅରବିନ୍ଦ ପାଢୀ

ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣାରେ ମୁହଁ ଖୋଲିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ମୋଦକ ଚୋରି ମାମଲାର ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ । ବାଡ଼ଗ୍ରାହୀଙ୍କ ଅଭିଯୋଗକ୍ରମେ ତଦନ୍ତ କରାଯାଉଛି ।…

ଚୋରି ହେଲା ମହାପ୍ରଭୁଙ୍କ ଦଶମୂଳ ମୋଦକ

ମହାପ୍ରଭୁଙ୍କ ନୀତିରେ ପୁଣି ମହାବିଭ୍ରାଟ । ଶ୍ରୀମନ୍ଦିର ପରିସରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି…

ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏନେଇ ପୁରୀ ବଡ଼ଦାଣ୍ଡରେ ଜନ ସମୁଦ୍ର ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ପୁରୀରେ ପହଞ୍ଚଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ନାନବେଦୀରେ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ବିଜେ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ଭୋରରୁ ପହଣ୍ଡି ଆରମ୍ଭ ହୋଇସାରିଛି । ମହାପ୍ରଭୁଙ୍କର ଏହି ଦିବ୍ୟ ଦର୍ଶନ ଦେଖିବା…

ଆଜି ଶ୍ରୀମନ୍ଦିରରେ ସେନାପଟା ଲାଗି ନୀତି: ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି। ଏଥିପାଇଁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତିରେ ଯୋଗଦାନ କରିଥାନ୍ତି।…

ରଥଯାତ୍ରାରୁ ନୀଳାଦ୍ରି ବିଜେ ମଧ୍ୟରେ ସରିବ ରତ୍ନଭଣ୍ଡାର ମରାମତି କାମ: ପୃଥ୍ବୀରାଜ ହରିଚନ୍ଦନ

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ ବର୍ତ୍ତମାନ ବନ୍ଦ ରହିଥିଲେ ମଧ୍ୟ ଆସନ୍ତା ରଥଯାତ୍ରାରୁ ନୀଳାଦ୍ରିବିଜେ ମଧ୍ୟରେ ଏହା ଶେଷ ହେବ। ଆସନ୍ତା ଜୁନ ୨୭ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଘୋଷଯାତ୍ରା ଆରମ୍ଭ ହେବାକୁ ଯାଉଛି। ସବୁ ଲୀଳା ଖେଳା…

ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି

ବଢ଼ିବ ଶ୍ରୀମନ୍ଦିରର ସୁରକ୍ଷା । ଏଣିକି ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି । ଏନେଇ ପୋଲିସ ବିଭାଗ ସହ ଆଇନ ବିଭାଗ ଆଲୋଚନା କରିଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ଟେକ୍ନୋଲୋଜି ଲାଗିଲେ ଡ୍ରୋନ ଉଡ଼ି ପାରିବନି…

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ହେବ ପାଳନ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ହସ୍ତାନ୍ତର ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମନ୍ଦିର ସମ୍ପିତ୍ତିର ବିକ୍ରି, ଲିଜ୍ ବା…

ଆସନ୍ତା ୪ ଓ ୫ରେ ପ୍ରଶିକ୍ଷଣ ନେବେ ପାଳିଆ ସେବାୟତ

ପ୍ରଶିକ୍ଷଣ ନେବେ ଶ୍ରୀମନ୍ଦିରର ପାଳିଆ ସେବାୟତ । ଶ୍ରୀଜିଉଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକଙ୍କ ପାଇଁ ହେବ ପ୍ରଶିକ୍ଷଣ । ଏପ୍ରିଲ ୪ ଓ ୫ ତାରିଖ ଦୁଇଦିନ ଧରି ଦିନ ଧରି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ । ଦିନ…

ଇଂରାଜୀ ନୂଆବର୍ଷ ପାଇଁ ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା

ଇଂରାଜୀ ନୂଆବର୍ଷ ସମୟରେ ହେବାକୁ ଥିବା ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା ଜାରି କରାଯାଇଛି । ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖ ଦିନ କେବଳ ସିଂହଦ୍ଵାର ଦେଇ ପ୍ରବେଶ କରିବେ ଭକ୍ତ। ଅନ୍ୟ ତିନି…