Tag: Srimandir

ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ହେବ ଆରମ୍ଭ ବୋଲି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ୨୭ ଏବଂ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଆସିବ । ପରୀକ୍ଷା ମୂଳକ ଭାବେ ୩୦ ଓ…

ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ: ଅରବିନ୍ଦ ପାଢ଼ୀ

ଶ୍ରୀମନ୍ଦିରରେ ବିଶୃଙ୍ଖଳା ଅଭିଯୋଗରେ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ ଶ୍ରୀମନ୍ଦିର ଆଇନ୍ 21-A ଧାରା ଅନୁସାରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।…

ପୁରୀ ଶ୍ରୀମନ୍ଦିରର ‘ମେଘନାଦ ପାଚେରୀ‘ ରେ ଏକାଧିକ ଫାଟ

ପୁରୀ ଶ୍ରୀମନ୍ଦିରକୁ ଘେରି ରହିଥିବା ବିଶାଳ ପ୍ମେଘନାଦ ପାଚେରୀରେ ଅନେକ ଫାଟ ସୃଷ୍ଟି ହୋଇଥିବାରୁ ବର୍ତ୍ତମାନ ଦ୍ୱାଦଶ ଶତାବ୍ଦୀର ଏହି ଐତିହାସିକ ମନ୍ଦିରର ସୁରକ୍ଷା ଏକ ଚିନ୍ତା ର ବିଷୟ ହୋଇପଡିଛି | ଶିଉଳି ର ଘେରା ମନ୍ଦିରକୁ ସୁରକ୍ଷା ଦେଉଥିବା…

ରତ୍ନ ଭଣ୍ଡାରରେ ନାହିଁ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ : ପୃଥ୍ଵୀରାଜ ହରିଚନ୍ଦନ

ଆଜି ପ୍ରକାଶ ପାଇଛି ପୁରୀ ଜଗନ୍ନାଥ ମନ୍ଦିରରେ ରତ୍ନ ଭଣ୍ଡାରର ପ୍ରାଥମିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡଙ୍ଗ ନାହିଁ ବୋଲି ସୂଚନା ଦେଇଛନ୍ତି ଓଡ଼ିଶା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ୍ ।…

୯ଟା ୫୧ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିଲା। ଆଜି ଭିତର ରତ୍ନଭଣ୍ଡାରର ଖୋଲିବ। କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ନିର୍ଦ୍ଧାରିତ ସମୟ ୯ଟା ୫୧…

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ

ଚଳତବର୍ଷ ଜୁଲାଇ ୮ରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ଏନେଇ ହାଇକୋର୍ଟଙ୍କୁ…

ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା

ଆଜି ପୁରୀ ଶ୍ରୀମନ୍ଦିରରେ ଏକ ଅଘଟଣ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା। ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି। ବଳପୂର୍ବକ ସିଂହଦ୍ୱାର ଦେଇ ପ୍ରବେଶ ଉଦ୍ୟମ ବେଳେ ବାରଣ କରିବାରୁ ସୃଷ୍ଟି ହୋଇଥିଲା…

ଅତିଥି ଭବନକୁ ଅଧିକାରୀଙ୍କୁ ଡାକରା ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ଅତିଥି ଭବନର ପ୍ରଥମ ମହଲା ଏବେ ସିଏମ୍‌ଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ଆଜି ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା…

ରାଜ୍ୟ କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ପାଳିତ, ଖୋଲିଲା ଶ୍ରୀ ମନ୍ଦିରର ଚାରି ଦ୍ଵାର

ରାଜ୍ୟ କ୍ୟାବିନେଟର ହୋଇଛି ପ୍ରଥମ ନିଷ୍ପତ୍ତି ପାଳିତ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ…

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର

ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି…