ତାଜା ଖବର ରାଜ୍ୟ ‘Bidesh Sikhyabruti’ Scholarship Scheme: SC-ST ଛାତ୍ରଛାତ୍ରୀଙ୍କ ପାଇଁ ‘ବିଦେଶ ଶିକ୍ଷାବୃତ୍ତି’ ଯୋଜନା ଶୁଭାରମ୍ଭ କଲେ ଓଡ଼ିଶା ସରକାର August 18, 2026 Papirani ଓଡ଼ିଶା ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବିଦେଶର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକରେ ସ୍ନାତକୋତ୍ତର ଏବଂ ପିଏଚଡି ପାଠପଢ଼ା ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ‘ବିଦେଶ…