ତାଜା ଖବର ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନିର୍ଦ୍ଦେଶନାମା; ସାଢ଼େ ୫ ପୂର୍ବରୁ ଅଫିସ ଛାଡ଼ିବା ମନା May 25, 2025 Papirani ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନିର୍ଦ୍ଦେଶନାମା । ସକାଳ ୧୦ଟା ସୁଦ୍ଧା ଅଫିସ୍ ଆସିବେ ଏବଂ ସନ୍ଧ୍ୟା ୫ଟା ୩୦ ପରେ ଘରକୁ ଯିବେ । ସମସ୍ତ କର୍ମଚାରୀଙ୍କୁ ସର୍ବନିମ୍ନ ୭ ଘଣ୍ଟା ୩୦ ମିନିଟ୍ କାର୍ଯ୍ୟାଳୟରେ…