ତାଜା ଖବର ରାଜନୀତି ରାଜ୍ୟ Bjp Starcampaigner list: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜାରି କଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା October 16, 2025 Papirani ନୂଆପଡ଼ା ଆସନ ପାଇଁ ଭାରତୀୟ ଜନତା ପାର୍ଟି ରଣନୀତି ପ୍ରସ୍ତୁତ କରିସାରିଛି। ନୂଆପଡ଼ା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି। ବିଜେପି ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ…