Tag: State Disaster Response Force

ODRAF To Be upgraded As SDRF: ଓଡ୍ରାଫକୁ ରାଜ୍ୟର SDRF ଭାବେ ଉନ୍ନୀତ କରାଯିବ: ସୁରେଶ ପୂଜାରୀ

ଓଡ଼ିଶାରେ ବିପର୍ଯ୍ୟୟ ମୁକାବିଲା ବ୍ୟବସ୍ଥାକୁ ଆହୁରି ଶକ୍ତିଶାଳୀ କରିବା ଦିଗରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଓଡ଼ିଶା ଡିଜାଷ୍ଟର ରାପିଡ୍ ଆକ୍ସନ ଫୋର୍ସ (ODRAF)କୁ ଆନୁଷ୍ଠାନିକ ଭାବେ ରାଜ୍ୟ ବିପର୍ଯ୍ୟୟ ପ୍ରତିକ୍ରିୟା ବାହିନୀ (SDRF) ଭାବେ ଘୋଷଣା କରି…