Tag: State Election Commission

Panchayat Election 2027: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌ । ଏ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ । ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ଅନୁଷ୍ଠିତ ହେବ। VCରେ ସାମିଲ ହେବା ପାଇଁ…

Odisha Panchayat Election: ଏପ୍ରିଲ ସୁଦ୍ଧା ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଓଡ଼ିଶାରେ ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ପଞ୍ଚାୟତିରାଜ ବିଭାଗ, ଓଡ଼ିଶା ସମସ୍ତ ଜିଲ୍ଲା କଲେକ୍ଟରଙ୍କୁ ବିଭିନ୍ନ ସ୍ଥାନୀୟ ସଂସ୍ଥା ପଦବୀ ପାଇଁ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ ଜାରି କରିଛି । ୱାର୍ଡ…

‘ଭୋଟ୍‌ ଚୋରି’ ପ୍ରସଙ୍ଗରେ ୪ ସେପ୍ଟେମ୍ବରରେ କଂଗ୍ରେସର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ଆସନ୍ତା ୪ ସେପ୍ଟେମ୍ବର ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ନିଷ୍ପତ୍ତି ନେଇଛି କଂଗ୍ରେସ । ଭାରତୀୟ ଜାତୀୟ କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଚାରିଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ଅନୁଷ୍ଠିତ ବିଭିନ୍ନ…

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…

ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ

ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥି ମଧ୍ୟରୁ ପାଞ୍ଚଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ,…