Tag: State governments

ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ: ଉପମୁଖ୍ୟମନ୍ତ୍ରୀ

ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଦାଦନ ରୋକିବା ପାଇଁ ପ୍ରସ୍ତୁତ ହୋଇଛି ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ । ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଆଜି ଦାଦନ ରୋକିବାକୁ ନେଇ…

ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ…

ବଳଙ୍ଗା ପୀଡ଼ିତାଙ୍କ ବୟାନ ଭିଡିଓ ଭାଇରାଲ ଘଟଣା: ସରକାରଙ୍କୁ ଘେରିଲା ବିଜେଡି 

ବଳଙ୍ଗା ପୀଡିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ରହିଛି ବୋଲି ପୀଡିତାଙ୍କ ବୟାନର ଭିଡିଓ ଆଜି ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ…

ନାରୀଙ୍କ ପାଇଁ ଅସୁରକ୍ଷିତ ହେଉଛି ଓଡ଼ିଶା; କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର

ଦିନକୁ ଦିନ ଓଡ଼ିଶା ଅସୁରକ୍ଷିତ ହେବାରେ ଲାଗିଛି। ମହିଳା ଓ ଛାତ୍ରୀ ମାନଙ୍କ ପାଇଁ ବାହାରକୁ ଯିବା ବି କଷ୍ଟକର ହୋଇପଡ଼ିଲାଣି। ପ୍ରତିଦିନ ନାରୀ ନିର୍ଯାତନାର ଖବର ଆସୁଛି। କିନ୍ତୁ ସରକାର ଓ ପୋଲିସର କାର୍ଯ୍ୟାନୁଷ୍ଠାନ ଶୁନ। ମହିଳା ମାନଙ୍କୁ ସୁରକ୍ଷା…

ନାଇଟ ସିଫ୍ଟ ପାଇଁ କର୍ମଜୀବୀ ମହିଳା ଦେବେ ସହମତି ପତ୍ର

କର୍ମଜୀବୀ ମହିଳାଙ୍କ ନାଇଟ୍ ସିଫ୍ଟ ପାଇଁ ଆସିଲା ନୂଆ ବିଜ୍ଞପ୍ତି। ଏଣିକି କର୍ମଜୀବୀ ମହିଳା ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। କିନ୍ତୁ ସେଥିପାଇଁ ସେମାନଙ୍କୁ ଦେବାକୁ ପଡ଼ିବ ସହମତି ପତ୍ର। ଏ ନେଇ ଶ୍ରମ ବିଭାଗ ପକ୍ଷରୁ ଏନେଇ…

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ବସିବ ବୈଠକ। କାଲି ଅପରାହ୍ନ ୩ ଟା ୩୦ରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ…

ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ

ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ । ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ। ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ ବଦଳିଲା।୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପିନ୍ଧିବେ ଛାତ୍ରଛାତ୍ରୀ। ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ…

ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସର ଆଉ ୨ଟି ନୂଆ ବାଟାଲିୟନ୍

ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ…

ନକଲି ଚାଷୀ ଖୋଜିବେ ସରକାର

ନକଲି ଚାଷୀଙ୍କୁ ଚିହ୍ନଟ କରିବେ ରାଜ୍ୟ ସରକାର । ସବୁ ଚାଷୀଙ୍କର ହେବ e-KYC । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଖରିଫ ଧାନ ବିକିବାକୁ ପଞ୍ଜୀକରଣ ବେଳେ ଚାଷୀଙ୍କ e-KYC…

ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର

ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ବରିଷ୍ଠ ଆଇପିଏସ୍ ଅଫିସର…