Tag: State governments

ଲୋକାୟୁକ୍ତ ଅଚଳ ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଲୋକାୟୁକ୍ତ ଅଚଳ ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ୍ । ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ । ଆଇନଜୀବୀ ପ୍ରବୀର ଦାସଙ୍କ ପକ୍ଷରୁ ହୋଇଥିବା ମାମଲାରେ ନୋଟିସ୍ । ପ୍ରାୟ ବର୍ଷେ ହେଲାଣି ଅଚଳ ହୋଇପଡ଼ିଛି ଲୋକାୟୁକ୍ତ ।…

ଅବସର କର୍ମଚାରୀଙ୍କ ପ୍ରତି କାହିଁକି ମେହେରବାନ୍ ସରକାର ?

ଅନେକ ସରକାରୀ ପଦ ପଦବୀ ଖାଲି ପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ନିଯୁକ୍ତି ସଂକ୍ରାନ୍ତ କିଛି ବିଶେଷ ଘୋଷଣା କରିଛନ୍ତି । ୨୯ହଜାର ଖାଲି ପଦବୀ ପୂରଣ ହୋଇଥିବା ଗତ ମାସ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଭାଜପା ସରକାର କ୍ଷମତାକୁ…

୧୫ ମାସରେ ରାଜ୍ୟରେ ୪ ହଜାରରୁ ଅଧିକ ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି: ସ୍ନେହାଙ୍ଗିନୀ ଛୁରିଆ

ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ନିଯୁକ୍ତି ପାଇବା ପରେ ସ୍ନେହାଙ୍ଗିନୀ ଛୁରିଆ ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ମହିଳା ମାନଙ୍କୁ ସୁରକ୍ଷା ଓ ସମ୍ମାନକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି…

ରାଜ୍ୟକୁ ଆସିବ ୬୦୦ ଇ-ବସ୍‌: କୃଷ୍ଣଚନ୍ଦ୍ର ମହାପାତ୍ର

ରାଜ୍ୟକୁ ଆସିବ ୬୦୦ ଇ-ବସ୍‌ । ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟରେ ଗଡ଼ିବ ବିଦ୍ୟୁତ ଚାଳିତ ବସ୍ ବା ଇ-ବସ୍ । ଏ ଆଜି ଦେଇଛନ୍ତି ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।…

ବେଆଇନ ଖଣି ଖନନ ମାମଲା; ଓଡ଼ିଶା ସରକାରଙ୍କ ଉପରେ ଏନଜିଟିର ଜରିମାନା

ବେଆଇନ ଖଣି ଖନନ ମାମଲାରେ ରିପୋର୍ଟ ଦାଖଲ ନକରିବା କାରଣରୁ ନ୍ୟାସନାଲ୍ ଗ୍ରୀନ ଟ୍ରିବ୍ୟୁନାଲ (ଏନର୍ଜିଟି) ଓଡ଼ିଶା ସରକାରଙ୍କ ଉପରେ ଲଗାଇଛି ଜରିମାନା । ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ଢେଙ୍କାନାଳ ଜିଲ୍ଲାର ଗଁଦିଆ ଅଞ୍ଚଳରେ ଚାଲିଥିବା ବ୍ୟାପକ ବେଆଇନ ଖଣି କାର୍ଯ୍ୟକୁ…

ବୃଦ୍ଧି ହେଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ…

ଓଡ଼ିଆ ଆଦିବାସୀ ଝିଅଙ୍କୁ ମିଳିବ ପାଇଲଟ ଟ୍ରେନିଂ

ଓଡ଼ିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । ରାଜ୍ୟ ସରକାରଙ୍କ କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ରେ ଆଦିବାସୀ ଝିଅ ମାନଙ୍କୁ ତାଲିମ୍ ପ୍ରଦାନ କରାଯିବ । ଏହା ଦ୍ୱାରା ଝିଅମାନେ ବିମାନ ଚାଳକ ହେବେ ବୋଲି…

ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ: ଉପମୁଖ୍ୟମନ୍ତ୍ରୀ

ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଦାଦନ ରୋକିବା ପାଇଁ ପ୍ରସ୍ତୁତ ହୋଇଛି ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ । ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଆଜି ଦାଦନ ରୋକିବାକୁ ନେଇ…

ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ…

ବଳଙ୍ଗା ପୀଡ଼ିତାଙ୍କ ବୟାନ ଭିଡିଓ ଭାଇରାଲ ଘଟଣା: ସରକାରଙ୍କୁ ଘେରିଲା ବିଜେଡି 

ବଳଙ୍ଗା ପୀଡିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ରହିଛି ବୋଲି ପୀଡିତାଙ୍କ ବୟାନର ଭିଡିଓ ଆଜି ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ…