ତାଜା ଖବର ରାଜ୍ୟ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସରେ ସାମିଲ ହେଲେ ସପ୍ତଗିରି ଉଲାକା ଓ ସତ୍ୟଜିତ ଗୋମାଙ୍ଗୋ January 21, 2025 Papirani ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ ଟାସ୍କ ଫୋର୍ସ ଗଠନ କରାଯାଇଛି ସେଥିର ଆଉ ଦୁଇ ଜଣ ସଦସ୍ୟଙ୍କୁ ସାମିଲ କରାଯାଇଛି । ସେମାନେ ହେଲେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ…
ତାଜା ଖବର ରାଜ୍ୟ ଚଳିତ ଜାନୁଆରୀରୁ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା ସହାୟକ ରାଶି January 16, 2025 Papirani ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସକୁ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟକ ରାଶି । ଚଳିତ ଜାନୁଆରୀ ମାସଠାରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ଦେବେ…
ରାଜ୍ୟ ରାଜ୍ୟରେ ଔଷଧ ହବ୍ ପ୍ରତିଷ୍ଠା କରିବେ ରାଜ୍ୟ ସରକାର January 16, 2025 Papirani ଧାତୁ, ଖଣିଜ ଓ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର ପରେ ଓଡ଼ିଶା ଏବେ ଏକ ଔଷଧ ଉତ୍ପାଦନ କେନ୍ଦ୍ର ପ୍ରତିଷ୍ଠା କରିବାକୁ ପ୍ରସ୍ତୁତ ହେଉଛି, ଯାହା ରାଜ୍ୟରେ ନିଯୁକ୍ତି ସୃଷ୍ଟି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏକ ଗେମ୍ ଚେଞ୍ଜର ହୋଇପାରିବ। ମେଗା…
ତାଜା ଖବର ରାଜ୍ୟ ୮ IPS ଅଫିସରଙ୍କୁ ମିଳିଲା ପଦୋନ୍ନତି December 31, 2024 Papirani ଆଜି ୮ ଜଣ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତିନ୍ଦ୍ର କୋୟଲ, ପ୍ରତୀକ ମହାନ୍ତି ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୨୦୧୧ ବ୍ୟାଚ୍ର ଆଇପିଏସ୍ ଅଫିସର ପିନାକ ମିଶ୍ର, ବି.…
ତାଜା ଖବର ରାଜ୍ୟ ଧାନର ମାନ କମ୍ ଥିଲେ ବି କିଣିବେ ସରକାର: କୃଷ୍ଣଚନ୍ଦ୍ର ପାତ୍ର December 24, 2024 Papirani ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଧାନଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଲଘୁଚାପ ପ୍ରଭାବରେ ଲଗାଣବର୍ଷା ଯୋଗୁଁ ଧାନ ବିଲରେ ପାଣିଜମି ଧାନଗଛ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ଧାନର FAQ ମାନ କମ୍…
ରାଜ୍ୟ ବିଷ୍ଣୁପଦ ମାମଲାରେ ସିବିଆଇକୁ ଯିବେ କି ସରକାର ? December 20, 2024 Papirani ତିନି ‘ଏମ୍’ଙ୍କୁ ମିଳିଗଲା ଜାମିନ । ତିନି ଏମ୍ ହେଲେ -ମୁଖାର୍ଜୀ, ମହାପାତ୍ର ଏବଂ ମହାରଣା। ବ୍ରିଜ ଆଣ୍ଡ ରୂଫ କମ୍ପାନୀର ୧୦ଲକ୍ଷ ଟଙ୍କାର ଲାଞ୍ଚ ମାମଲାରେ ଏହି ତିନିଜଣଙ୍କୁ ଗିରଫ କରିଥିଲା ସିବିଆଇ। ରିମାଣ୍ଡରେ ନେଇଥିଲା । ଜେରା କଲା…
ରାଜ୍ୟ ଚିଟ୍ଫଣ୍ଡ ‘ଅଫିସର’ଙ୍କୁ ସିବିଆଇ କେବେ କରିବ ଜେରା ? December 16, 2024 Papirani ଚିଟ୍ଫଣ୍ଡ ଦୁର୍ନୀତିର ସିବିଆଇ ତଦନ୍ତ କେଉଁଠି ଅଛି, କେଉଁ ପର୍ଯ୍ୟାୟରେ ଅଛି, ଏକଥା ବ୍ରହ୍ମା ବିଷ୍ଣୁ ମହେଶ୍ଵର ବି କହିପାରିବେ ନାହିଁ । କିନ୍ତୁ କହିପାରିବେ ନରେନ୍ଦ୍ର ମୋଦୀ କିମ୍ବା ଅମିତ ଶାହା । ପୁରା ୧୦ ବର୍ଷ ଚାଲିଗଲା ଚିଟ୍ଫଣ୍ଡ…
ତାଜା ଖବର ରାଜନୀତି ରାଜ୍ୟ କଳା ତାଲିକା ଭୁକ୍ତ କମ୍ପାନୀକୁ ୩୦୦ କୋଟି ଟଙ୍କାର କାମ ଦେଇଛନ୍ତି ରାଜ୍ୟ ସରକାର; ବିଜେଡି ଆଣିଲା ଦୁର୍ନୀତି ଅଭିଯୋଗ December 3, 2024 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଗଷ୍ଟ ମାସରେ ବିଧାନସଭାରେ ଯେଉଁ କମ୍ପାନୀକୁ କଳା ତାଲିକା ଭୁକ୍ତ ହୋଇଥିବା ସୂଚନା ଦେଇଥିଲେ, ସେହି କମ୍ପାନୀକୁ ରାଜ୍ୟ ସରକାର ଅକ୍ଟୋବର ମାସରେ ୩୦୦ କୋଟି ଟଙ୍କାର କାମ ଦେଇଛନ୍ତି, ଯାହା ବିଜେପି ସରକାରଙ୍କ ଦୁର୍ନୀତିକୁ…
ତାଜା ଖବର ରାଜ୍ୟ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର November 30, 2024 Papirani ପ୍ରାଥମିକ ସ୍କୁଲର ମଧ୍ୟାହ୍ନ ଭୋଜନ ପାଇଁ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ପୋଷଣ ସ୍କିମ୍ରେ ଖର୍ଚ୍ଚ ବଢ଼ାଇଥିବା ସୂଚନା ମିଳିଛି । ଆସନ୍ତା କାଲିଠୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଥମରୁ ୫ମ ଶ୍ରେଣୀ…
ତାଜା ଖବର ରାଜ୍ୟ ଭୁବନେଶ୍ବରରେ ଆଜି ଦିନ ୧ଟାରୁ ବନ୍ଦ ହେବ ସମସ୍ତ ସ୍କୁଲ November 29, 2024 Papirani ଭୁବନେଶ୍ୱରରେ ଆଜି ଦିନ ୧ଟା ଯାଏଁ ଚାଲିବ ସ୍କୁଲ । ଆଜିଠୁ ଭୁବନେଶ୍ବରରେ ୩ ଦିନିଆ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ସମ୍ମିଳନୀ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ…