ତାଜା ଖବର ରାଜ୍ୟ ନାରୀଙ୍କ ପାଇଁ ଅସୁରକ୍ଷିତ ହେଉଛି ଓଡ଼ିଶା; କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର August 8, 2025 Papirani ଦିନକୁ ଦିନ ଓଡ଼ିଶା ଅସୁରକ୍ଷିତ ହେବାରେ ଲାଗିଛି। ମହିଳା ଓ ଛାତ୍ରୀ ମାନଙ୍କ ପାଇଁ ବାହାରକୁ ଯିବା ବି କଷ୍ଟକର ହୋଇପଡ଼ିଲାଣି। ପ୍ରତିଦିନ ନାରୀ ନିର୍ଯାତନାର ଖବର ଆସୁଛି। କିନ୍ତୁ ସରକାର ଓ ପୋଲିସର କାର୍ଯ୍ୟାନୁଷ୍ଠାନ ଶୁନ। ମହିଳା ମାନଙ୍କୁ ସୁରକ୍ଷା…
ତାଜା ଖବର ରାଜ୍ୟ ନାଇଟ ସିଫ୍ଟ ପାଇଁ କର୍ମଜୀବୀ ମହିଳା ଦେବେ ସହମତି ପତ୍ର August 4, 2025 Papirani କର୍ମଜୀବୀ ମହିଳାଙ୍କ ନାଇଟ୍ ସିଫ୍ଟ ପାଇଁ ଆସିଲା ନୂଆ ବିଜ୍ଞପ୍ତି। ଏଣିକି କର୍ମଜୀବୀ ମହିଳା ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। କିନ୍ତୁ ସେଥିପାଇଁ ସେମାନଙ୍କୁ ଦେବାକୁ ପଡ଼ିବ ସହମତି ପତ୍ର। ଏ ନେଇ ଶ୍ରମ ବିଭାଗ ପକ୍ଷରୁ ଏନେଇ…
ତାଜା ଖବର ରାଜ୍ୟ ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ July 29, 2025 Papirani ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ବସିବ ବୈଠକ। କାଲି ଅପରାହ୍ନ ୩ ଟା ୩୦ରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ…
ତାଜା ଖବର ରାଜ୍ୟ ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ July 28, 2025 Papirani ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ । ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ। ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ ବଦଳିଲା।୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପିନ୍ଧିବେ ଛାତ୍ରଛାତ୍ରୀ। ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ…
ତାଜା ଖବର ରାଜ୍ୟ ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସର ଆଉ ୨ଟି ନୂଆ ବାଟାଲିୟନ୍ July 23, 2025 Papirani ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ…
ତାଜା ଖବର ରାଜ୍ୟ ନକଲି ଚାଷୀ ଖୋଜିବେ ସରକାର July 22, 2025 Papirani ନକଲି ଚାଷୀଙ୍କୁ ଚିହ୍ନଟ କରିବେ ରାଜ୍ୟ ସରକାର । ସବୁ ଚାଷୀଙ୍କର ହେବ e-KYC । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଖରିଫ ଧାନ ବିକିବାକୁ ପଞ୍ଜୀକରଣ ବେଳେ ଚାଷୀଙ୍କ e-KYC…
ତାଜା ଖବର ରାଜ୍ୟ ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର July 9, 2025 Papirani ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ବରିଷ୍ଠ ଆଇପିଏସ୍ ଅଫିସର…
ତାଜା ଖବର ରାଜ୍ୟ ରାଜ୍ୟରେ ଲଭର୍ସ ପଏଣ୍ଟର ସୁରକ୍ଷା ବଢ଼ାଇବେ ସରକାର: ପ୍ରଭାତୀ ପରିଡ଼ା June 23, 2025 Papirani ଗୋପାଳପୁର ଦୁଷ୍କର୍ମ ଘଟଣା ପରେ ‘ଲଭର୍ସ ପଏଣ୍ଟ’କୁ ନେଇ ଚିନ୍ତାରେ ରାଜ୍ୟ ସରକାର। ଏହାର ସୁରକ୍ଷା ପାଇଁ ଦୁଇ ଥର ବୈଠକ ବସି ସାରିଥିବାବେଳେ ଏହାକୁ ନେଇ ଗୁରୁତ୍ୱ ଦେଉଛୁ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ…
ତାଜା ଖବର ରାଜ୍ୟ ପୋପ୍ ଫ୍ରାନ୍ସିସ୍ଙ୍କ ବିୟୋଗରେ ରାଜ୍ୟ ପାଳିବ ୩ ଦିନିଆ ଶୋକ April 22, 2025 Papirani ସର୍ବୋଚ୍ଚ ଖ୍ରୀଷ୍ଟ ଧର୍ମଗୁରୁ ଦିବଂଗତ ପୋପ୍ ଫ୍ରାନ୍ସିସଙ୍କ ସମ୍ମାନାର୍ଥେ ଭାରତରେ ରାଷ୍ଟ୍ରୀୟ ଶୋକ ଘୋଷଣା ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ଶୋକ ପାଳନ କରାଯାଉଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ବିଭାଗକୁ ଚିଠି କରାଯାଇଛି। ଆଜି ଓ ଆସନ୍ତାକାଲି…
ତାଜା ଖବର ରାଜ୍ୟ ସୁଦୃଢ଼ ହେବ ରାଜ୍ୟ ଟ୍ରାଫିକ୍ ଓ ସଡ଼କ ସୁରକ୍ଷା ଶାଖା; ୨ ହଜାର ନୂତନ ପଦବୀ ସୃଷ୍ଟି April 17, 2025 Papirani ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…