ତାଜା ଖବର ରାଜ୍ୟ ଓଡ଼ିଶାରେ ରହିବେ ନାହିଁ ଅଣ ନାଗରିକ: ପୃଥ୍ୱୀରାଜ ହରିଚନ୍ଦନ May 19, 2025 Papirani ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜିଲ୍ଲାରେ ଥିବା ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଯାହାକୁ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ସାରା…