ରାଜ୍ୟ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ December 3, 2024 Nirvay ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ପରେ ସେ ଚନ୍ଦ୍ରଶେଖରପୁରର ନୀଳାଦ୍ରି ବିହାର ଗସ୍ତ କରିଥିଲେ, ଯେଉଁଠାରେ ତାଙ୍କୁ ରାଜ୍ଯପାଳ ରଘୁବର ଦାସ, ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ,…