ରାଜ୍ୟ ରାଉରକେଲା-ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼ March 26, 2025 Nirvay ପୁଣି ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼ । ରାଉରକେଲା-ଭୁବନେଶ୍ୱର ବନ୍ଦେ ଭାରତ ଟ୍ରେନକୁ ପଥର ମାଡ ହୋଇଥିବା ସୂଚନା । ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ସମୟରେ କଲୁଙ୍ଗା ଷ୍ଟେସନରେ କେହି ଦୁର୍ବୃତ୍ତ ଟ୍ରେନ ଉପରକୁ ପଥର ଫିଙ୍ଗିବାରୁ ୨ଟି ବଗିର…