ତାଜା ଖବର ରାଜ୍ୟ ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା: ୨ ଛାତ୍ର ଗିରଫ August 4, 2025 Papirani ବହୁ ଚର୍ଚ୍ଚିତ ବାଲେଶ୍ୱର ଏଫଏମ କଲେଜ୍ ଛାତ୍ରୀ ଆତ୍ମାହୁତି ଘଟଣାରେ ୨ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଜଣେ ଛାତ୍ର ଓ ଜଣେ ଅଣଛାତ୍ରଙ୍କୁ ଗିରଫ ହୋଇଥିବା ଜଣାପଡିଛି। ଗିରଫ ୨ ଜଣ ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର…