Tag: Student death

Rajgangpur Burn Victim Succumbs: ନିଆଁରେ ଜଳି ହୋଇ ରାଜଗାଙ୍ଗପୁର ପୀଡ଼ିତାଙ୍କ ମୃତ୍ୟ ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ନବୀନ

ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣହରାଇବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ପରି ପରିସ୍ଥିତିରେ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି…

ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ଭିସୁଟ୍ ଛାତ୍ରଙ୍କ ମୃତଦେହ

ସମ୍ବଲପୁର ବୁର୍ଲା ଭିସୁଟ୍ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ପଢୁଥିବା ଛାତ୍ରଙ୍କ ମୃତଦେହ। ତେବେ ମୃତ ଛାତ୍ର ଜଣକ ବୁର୍ଲା ଭିସୁଟର ମେକାନିକାଲ ଇଂଜିନିୟରିଂର ଶେଷ ବର୍ଷର…

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସରେ ଜଣେ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି । ମଧୁସୂଦନ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ। ମୃତ ଛାତ୍ର ତାପସ କୁମାର ନାୟକ ବୋଲି ଜଣାପଡିଛି। ମୃତକ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ହୋଇଥିବା ବେଳେ କାରଣ…

ଭୁଲ ଇଂଜେକ୍ସନ ପାଇଁ ଛାତ୍ରଙ୍କ ଜୀବନ ଗଲା

କେନ୍ଦୁଝର ଜିଲ୍ଲା ସାହାରପଡାରେ ଘଟିଛି ଦୁଃଖଦ ଘଟଣା । କାଛୁ କୁଣ୍ଡିଆ ରୋଗ ପାଇଁ ମେଡିସିନ ଦୋକାନୀ ଇଂଜେକ୍ସନ ଦେବା ପରେ ଜଣେ ଦଶମ ଶ୍ରେଣୀର ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ହେଲେ କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଧରାପଡା…