ତାଜା ଖବର ରାଜ୍ୟ ABVP State Student Leaders’ Conference: ଭୁବନେଶ୍ୱରରେ ଏବିଭିପି ଛାତ୍ର ସମ୍ମିଳନୀ: ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 11, 2026 Papirani ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ପକ୍ଷରୁ ଏକ ବିଶାଳ ରାଜ୍ୟସ୍ତରୀୟ ଛାତ୍ରନେତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ଓଡ଼ିଶାର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରୁ ପ୍ରାୟ ୧୦,୦୦୦ରୁ ଅଧିକ ଛାତ୍ରନେତା ଯୋଗ ଦେଇଛନ୍ତି। ଓଡ଼ିଶାର…