Tag: Student Union Election

Student Elections in Odisha: ଛାତ୍ର ସଂସଦ ନିର୍ବାଚନ ପାଇଁ ଉଚ୍ଚଶିକ୍ଷା ବିଭାଗ ପ୍ରସ୍ତୁତ: ସୂର୍ଯ୍ୟବଂଶୀ ସୂରଜ

ଓଡ଼ିଶାର ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ଫେରିବାକୁ ଯାଉଛି। ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ଏହାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ନିର୍ବାଚନ ପରିଚାଳନା ପାଇଁ ଉଚ୍ଚଶିକ୍ଷା…