Tag: Student Union Elections

Student Union Elections: ଛାତ୍ର ସଂସଦ ନିର୍ବାଚନ: ଆଜି ‘ହ୍ୱାଇ ଆଇ ଷ୍ଟାଣ୍ଡ ଫର୍‌’ ବୈଠକରେ ନିଜର ଏଜେଣ୍ଡା ରଖିବେ ପ୍ରାର୍ଥୀ

ଓଡ଼ିଶାରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଅନୁଷ୍ଠିତ ବିଭିନ୍ନ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଶେଷ ହୋଇଯାଇଛି। ନିର୍ବାଚନର ଠିକ୍ ପୂର୍ବଦିନ ଅର୍ଥାତ୍ ଆଜି ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ‘ହ୍ୱାଇ ଆଇ…

Student Union Elections: ଛାତ୍ର ସଂସଦ ନିର୍ବାଚନ: ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ୩ ଜଣ ସସପେଣ୍ଡ

ଛାତ୍ର ସଂସଦ ନିର୍ବାଚନ-୨୦୨୬ ସମୟରେ ଦଳବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିବା ଅଭିଯୋଗରେ ବିଜୁ ଜନତା ଦଳ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ୩ ଜଣ ପ୍ରମୁଖ କର୍ମକର୍ତ୍ତାଙ୍କୁ ତୁରନ୍ତ ପ୍ରଭାବରୁ…

Student Union Elections: ୩୪୮ କଲେଜରେ ଶେଷ ହେଲା ନାମାଙ୍କନ, ମଇଦାନରେ ୭୧୬୮ ପ୍ରାର୍ଥୀ, ୧,୧୭୫ ପ୍ରାର୍ଥୀପତ୍ର ନାକଚ

ରାଜ୍ୟର ବିଭିନ୍ନ କଲେଜରେ ଛାତ୍ରସଂସଦ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ମୋଟ ୩୪୮ଟି କଲେଜରେ ନିର୍ବାଚନ ପାଇଁ ୮୩୨୫ଟି ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ, ସେଥିମଧ୍ୟରୁ ୧୧୭୫ ଜଣ ଛାତ୍ରଛାତ୍ରୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଛି । ପ୍ରାର୍ଥୀପତ୍ର ଯାଞ୍ଚ…

Student Union Polls Cancelled in Bhadrak: ଭଦ୍ରକର ୨ଟି କଲେଜରେ ଛାତ୍ର ସଂସଦ ନିର୍ବାଚନ ବାତିଲ

ଶାନ୍ତିଶୃଙ୍ଖଳା ଏବଂ ସୁରକ୍ଷା ଜନିତ କାରଣକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାର ଦୁଇଟି ପ୍ରମୁଖ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯାଇଛି। ଆସନ୍ତା ଅକ୍ଟୋବର ୧୫ ତାରିଖରେ ସାରା ରାଜ୍ୟର କଲେଜଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା…

Student Union Elections: ଛାତ୍ର ସଂସଦ ନିର୍ବାଚନ: ଆଜି କ୍ୟାମ୍ପସରେ ନାମାଙ୍କନ ଦାଖଲ

ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି ପରିସର । ନିର୍ବାଚନ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଥିବା ବେଳେ ଆଜି କ୍ୟାମ୍ପସଗୁଡ଼ିକରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚାଲୁରହିଛି। ସକାଳ ୧୦ଟାରୁ ଦିନ ୧ଟା ମଧ୍ୟରେ…

BJD Target State Govt Over Student Union Elections: ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତିତା କରୁଛନ୍ତି
ରାଜ୍ୟ ସରକାର: ବିଜେଡି

ଛାତ୍ର ସଂସଦ ନିର୍ବାଚନରେ ଲିଙ୍ଗ୍‌ଡୋ କମିଶନଙ୍କ ନିୟମକୁ ଖୁଲମଖୁଲା ଉଲ୍ଲଙ୍ଘନ କରାଯାଉଛି । କ୍ୟାମ୍ପସ ରାଜନୀତିରେ ବିଜେପି ନେତା ହସ୍ତକ୍ଷେପ କରୁଛନ୍ତି । ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ କରିବାକୁ ରାଜନୈତିକ ଚାପ ପକାଯାଉଛି । ଶାସକ ଦଳର ସମର୍ଥିତ…

Student Election Cancelled in UNS College: ଯାଜପୁର ଉପେନ୍ଦ୍ରନାଥ ଶାରଦା ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନ ବାତିଲ; କ୍ୟାମ୍ପସରେ ତୀବ୍ର ଉତ୍ତେଜନା 

ଯାଜପୁର ଜିଲ୍ଲା ମୁଗୁପାଳ ସ୍ଥିତ ଉପେନ୍ଦ୍ରନାଥ ଶାରଦା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ବିବାଦ ଦେଖାଦେଇଛି। ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ କଲେଜ ପରିସରରେ ତୀବ୍ର ଅସନ୍ତୋଷ ଓ ବିବାଦ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁସାରେ,…

Student Union Elections: ଛାତ୍ର ସଂସଦ ନିର୍ବାଚନ; ଅଣ-ଛାତ୍ରଙ୍କ ଉପରେ ରହିବ କଡ଼ା ନଜର: ପୋଲିସ ଡିଜି

ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଓ କ୍ୟାମ୍ପସ ଶାନ୍ତିଶୃଙ୍ଖଳା ରକ୍ଷା ନେଇ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏ ସମ୍ପର୍କରେ ପୋଲିସ ଡିଜି ବିନୟତୋଷ ମିଶ୍ର କହିଛନ୍ତି ଯେ, କ୍ୟାମ୍ପସଗୁଡ଼ିକରେ କୌଣସି ପ୍ରକାରର ଅଶାନ୍ତି ସୃଷ୍ଟି ନ…

Odisha Student Union Elections: ଓଡ଼ିଶାରେ ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ଅଧିକାରର ହେଲା ପୁନଃ ପ୍ରତିଷ୍ଠା: ବିରଞ୍ଚି ନାରାୟଣ ତ୍ରିପାଠୀ

ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉଚ୍ଛ ଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ନୋଟିଫିକେସନ ଜାରି କରାଯିବା ପରେ ରାଜ୍ୟର…

Odisha Student Union Elections: ଆସନ୍ତା ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ: ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଦୀର୍ଘ ୮ ବର୍ଷର ଲମ୍ବା ଅପେକ୍ଷାର ଅନ୍ତ ଘଟାଇ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣି ଥରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ ସରଗରମ। ଆସନ୍ତା ଅକ୍ଟୋବର ୧୫ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜଗୁଡ଼ିକରେ ମତଦାନ…