ତାଜା ଖବର ରାଜ୍ୟ Student Union Polls: ଛାତ୍ରସଂସଦ ନିର୍ବାଚନ: ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ October 15, 2026 Papirani ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ଆଜି କମ୍ପୁଛି ଛାତ୍ର ରାଜନୀତିର ସରଗରମ ମାହୋଲ। ଓଡ଼ିଶାର ପ୍ରାୟ ୩୫୯ଟି ଉଚ୍ଚଶିକ୍ଷା ଅନୁଷ୍ଠାନରେ ଆଜି ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ଅଂଶଗ୍ରହଣ କରିବା ସହ…