Tag: Student

Principal Arrested for Sexual Harassment in Baragada: କୋଚିଂ ବାହାନାରେ ହୋଟେଲକୁ ନେଇ ଛାତ୍ରଙ୍କୁ ଯୌନ ନିର୍ଯାତନା ଅଭିଯୋଗ; ଅଧ୍ୟକ୍ଷ ଗିରଫ

ବରଗଡ଼ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଛାତ୍ରଙ୍କୁ କୋଚିଂ ଦେବା ବାହାନାରେ ହୋଟେଲକୁ ନେଇ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ଅଧ୍ୟକ୍ଷଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଅଧ୍ୟକ୍ଷ ଜଣକ ହେଉଛନ୍ତି ଜିଲ୍ଲାର…

NEET Paper Leak Protest in Delhi: ଦିଲ୍ଲୀରେ ଲାଠିଚାର୍ଜ ଘଟଣା; ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଜେଡିର ରାଜ୍ୟସଭା ସାଂସଦ

ଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ଛାତ୍ର ଆନ୍ଦୋଳନ ସମୟରେ ପୋଲିସ ଲାଠିଚାର୍ଜରେ ଆହତ ହୋଇ ରାମ ମନୋହର ଲୋହିଆ (ଆର୍‌ଏମ୍‌ଏଲ୍‌) ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଛାତ୍ରଛାତ୍ରୀଙ୍କୁ ମଙ୍ଗଳବାର ବିଜୁ ଜନତା ଦଳର ରାଜ୍ୟସଭା ସାଂସଦମାନଙ୍କ ଏକ ପ୍ରତିନିଧି ଦଳ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ…

Textbooks will Reach Students Before Summer Vacation: ଖରାଛୁଟି ପୂର୍ବରୁ ପିଲାଙ୍କ ପାଖରେ ପହଞ୍ଚିବ ବହି: ଗଣଶିକ୍ଷାମନ୍ତ୍ରୀ

ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ମିଳିବ ଆଶ୍ୱସ୍ତି। ଖରା ଛୁଟି ପୂର୍ବରୁ ସମସ୍ତ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚିବ ପାଠ୍ୟପୁସ୍ତକ। ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ନବେ ପ୍ରତିଶତ ବହି ଛପା ସରିଲାଣି…

କାରରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଲଜ୍ଜା । କାର୍‌ରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ଅଭିଯୋଗ ଏବେ ସମ୍ନାକୁ ଆସିଛି। ଗଣେଶ ପୂଜା ଭସାଣୀ ଦେଖୁବାକୁ ଆସି ଫେରିବା ବେଳେ ନବମ ଶ୍ରେଣୀ ଛାତ୍ରୀଙ୍କୁ କାର ଭିତରେ ଜବରଦସ୍ତ ଦୁଷ୍କର୍ମ ଅଭିଯୋଗ…

ଟ୍ୱିନ୍‌ ସିଟିରେ ଛାତ୍ରଛାତ୍ରୀ ସମ୍ଭାଳିବେ ଟ୍ରାଫିକ୍‌

ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ । ସେ କହିଛନ୍ତି ଟ୍ୱିନ୍‌ ସିଟିରେ ଦେଖା ଯାଉଥିବା ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ଏହି ଭଳି…

ଛାତ୍ରୀଙ୍କ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ

ବାଲେଶ୍ୱର ଜିଲ୍ଲା ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଘଟିଛି ଅଭାବନୀୟ ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଛାତ୍ରୀ । ଶିକ୍ଷକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ ଧାରଣାରେ ବସିଥିଲେ ଛାତ୍ରୀ…

ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀ ନେବେ ତାଲିମ: ସୂର୍ଯ୍ୟବଂଶୀ ସୂରଜ

ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଛାତ୍ରଛାତ୍ରୀମାନଙ୍କୁ ସାମରିକ, ଅର୍ଦ୍ଧସାମରିକ, ପୋଲିସ ସେବାରେ ନିୟୋଜନ ପାଇଁ ତାଲିମ ପ୍ରଦାନ କରାଯିବ । ଦେଶ…

ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ।ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ…

ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର । ସ୍କୁଲ ପିଲାମାନଙ୍କୁ ଅଧିକ ପୋଷଣ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଏକ ନୂଆ ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି । ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ…