Tag: Students protest

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ମମତା ସରକାର ବିରୋଧରରେ ବିକ୍ଷୋଭ ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ

ଆରଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ତାତିଲେ ଛାତ୍ର ସଂଗଠନ । ପଶ୍ଚିମବଙ୍ଗରେ ଟିଏମସି ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି ୩୦ ହଜାରରୁ ଅଧିକ ଆନ୍ଦୋଳନକାରୀ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍…