Tag: Subhadra Yojana

Subhadra Yojana: ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା

ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳାଙ୍କୁ ମିଳିବ ଟଙ୍କା । ତାଙ୍କ ଭିତରୁ…

Over 6.23 lakh Subhadra Yojana applications under consideration

Subhadra Yojana: ସୁଭଦ୍ରାରେ ୬.୨୩ ଲକ୍ଷ ଆବେଦନ ବିଚାରାଧୀନ: ପ୍ରଭାତୀ ପରିଡା

ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ୬ ଲକ୍ଷ ୨୩ ହଜାର ୫୫୫ ହିତାଧିକାରୀଙ୍କ ଆବେଦନ ବିଚାରାଧୀନ ରହିଛି । ୧ କୋଟି ୩୭ ଲକ୍ଷ ୫୯୪୧ ଜଣ ପ୍ରଥମ କିସ୍ତି ପାଇଥିବାବେଳେ ୧ କୋଟି ୧୯ ଲକ୍ଷ ୨୭୨୪ ଜଣ…

Odisha women to get Subhadra money on January 22

Subhadra Yojana: ଯୋଡ଼ି ହୋଇଛନ୍ତି ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ; ଏକାଥରକେ ପାଇବେ ୨ଟି କିସ୍ତିର ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ୨୧ ବର୍ଷ ହେବା ପରେ ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ ଯୋଡ଼ି ହୋଇଛନ୍ତି । ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ଟଙ୍କା ପାଇବେ ଯୋଗ୍ୟ ହିତାଧିକାରୀ । ଏକା ବେଳକେ ମିଳିବ…

Odisha women to get Subhadra money on January 22

Subhadra Yojana: ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା

ଆସନ୍ତା ମାର୍ଚ୍ଚ ୮ ତାରିଖରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୂଚନା ଦେଇଛନ୍ତି । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ…

BJD slams odisha Govt over exclusion of women from Subhadra Yojana reaching 60 years

୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି

ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କ ମଧ୍ୟରୁ, ୬୦ ବର୍ଷ ଛୁଇଁଥିବା ପ୍ରାୟ ୯୩, ୭୯୨ ଜଣ ମହିଳା ବାଦ ପଡିବେ ବୋଲି ସ୍ପଷ୍ଟ ହୋଇଥିବା ବେଳେ ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରି ପାରିବେ ବୋଲି…

subhadra-yojana-odisha-govt-releases-3rd-installment-on-raksha-bandhan

ରକ୍ଷା ବନ୍ଧନରେ ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା

ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ବାଣ୍ଟିଛନ୍ତି । ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତିର ୫ ହଜାର ଟଙ୍କା…

Pravati Parida thanks media for successful implementation of Subhadra Scheme

ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମଙ୍କୁ ଧନ୍ୟବାଦ ଦେଲେ ପ୍ରଭାତୀ ପରିଡା

ମହିଳା ଓ ଶିଶୁ ବିକାଶ ଆନୁକୂଲ୍ୟରେ ଆଜି ଭୁବନେଶ୍ୱରରେ ଆୟୋଜିତ “ଗଣମାଧ୍ୟମ ସହ କଥାବାର୍ତ୍ତା” କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହ ଏହି ଯୋଜନାକୁ ଆହୁରି ଉନ୍ନତ…

Subhadra yojana emerging as a Revolution: Mohan Majhi

ସୁଭଦ୍ରା ଯୋଜନା ଏବେ ‘ସୁଭଦ୍ରା ବିପ୍ଳବ’ ରେ ପରିଣତ ହୋଇଛି: ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ୫୧ତମ ଅନ୍ତର୍ଜାତୀୟ…

2nd installment of Subhadra money disbursed to over 1 Cr beneficiaries

୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ର ଦ୍ୱିତୀୟ କିସ୍ତି ଟଙ୍କା

ଅନ୍ତର୍ଜାତୀୟ ମହିଳା ଦିବସଅବସରରେ, ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ଲକ୍ଷ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି । ବ୍ରହ୍ମପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୧ କୋଟି ୧୮ ଲକ୍ଷରୁ ଅଧିକ ମହିଳା…

157-men-applied-for-subhadra-yojana

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ଜଣ ପୁରୁଷ

ସୁଭଦ୍ରା ଯୋଜନାରେ ଆସିଲା ସାଙ୍ଘାତିକ ତଥ୍ୟ । ସର୍ଟିଂ ବେଳେ ମିଳିଥିବା ତଥ୍ୟ ଅନୁଯାୟୀ, ମହିଳାଙ୍କ ପାଇଁ ହୋଇଥିବା ଏହି ଯୋଜନାରେ ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି । ଆଧାର କାର୍ଡର ବ୍ୟାଙ୍କ ଲିଂକେଜ ଡାଟା ଆସିବା ପରେ ଏହା…