Tag: Subhadra Yojana

8000 rejoined 'Subhadra'

ସୁଭଦ୍ରା’ରେ ୮୦୦୦ ପୁଣି ସାମିଲ; ପୋର୍ଟାଲରୁ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃ ସାମିଲ

ସୁଭଦ୍ରା ପୋର୍ଟାଲରୁ ଭୁଲରେ ନାମ ବାଦ ହୋଇଯାଇଥିଲେ ହିତାଧିକାରୀ ପୁନଃ ସାମିଲ ହୋଇପାରିବେ । ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ…

Odisha women to get Subhadra money on January 22

ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସୁଭଦ୍ରାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ଵର ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ। ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ସେଠାରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଆଜି ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…

ସୁଭଦ୍ରା ଯୋଜନାକୁ ନେଇ ମାତିଛନ୍ତି ସାଇବର ଠକ; ସତର୍କ କରାଇଲେ ଉପମୁଖ୍ୟମନ୍ତ୍ରୀ

ସେପ୍ଟେମ୍ବର ୧୭ ତାରିଖ ଦିନ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମାତିଥିବା ସାଇବର ଠକଙ୍କଠୁ ସାବଧାନ ରହିବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ସୁଭଦ୍ରା ଯୋଜନାର…

ସୁଭଦ୍ରା ଫର୍ମ ରେଜିଷ୍ଟ୍ରେସନ୍ ପାଇଁ ଟଙ୍କା ନେଇ ବନ୍ଧା ହେଲେ ସିଏସସି କର୍ମଚାରୀ

ସୁଭଦ୍ରା ଯୋଜନାରେ ନାଁ ପଞ୍ଜିକରଣ କରିବାକୁ ଟଙ୍କା ନେଇ ସିଏସସି କର୍ମଚାରୀ ଗିରଫ। ବଲାଙ୍ଗିର ଟିଟିଲାଗଡ଼ ଥାନା ମନି ଗାଁର ସିଏସସି କର୍ମଚାରୀ ଆକାଶ ସାହୁ ସୁଭଦ୍ରା ଫର୍ମ ପୂରଣ କରିବାକୁ ଟଙ୍କା ନେଉଥିବା ଅଭିଯୋଗ ହୋଇଥିଲା। ପ୍ରତି ଫର୍ମ ପାଇଁ…

ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ କରିସାରିଲେଣି ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା: ପ୍ରଭାତୀ ପରିଡ଼ା

ଆସନ୍ତା ୧୭ରେ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି । ଏହି ଯୋଜନା ମାଧ୍ୟମରେ ମହିଳାମାନେ ମିଳୁଥିବା ସୁବିଧା ନେବା ପାଇଁ ସମସ୍ତଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି । ଏଯାଏଁ ରାଜ୍ୟରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ଏହି ଯୋଜନାର…

ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ 

ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ପାଇଁ ସେପ୍ଟେମ୍ବର ୧୭ ତାରିଖ ଦିନ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାରେ ସୁଭଦ୍ରା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ…

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା। ବାଲେଶ୍ବର ବାଲିଆପାଳ ରେମୁ-୨ ଅଙ୍ଗନବାଡ଼ି କେନ୍ଦ୍ରରେ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା ଯୋଗୁଁ ଅଙ୍ଗନବାଡ଼ି କର୍ମୀ ଗୀତାଞ୍ଜଳି ସିଂଙ୍କ ମାସକର ଦରମା ବନ୍ଦ କଲା ଜିଲ୍ଲା ପ୍ରଶାସନ। ହିତାଧିକାରୀମାନଙ୍କୁ ସୁଭଦ୍ରା…

ସୁଭଦ୍ରା ଯୋଜନା ଓଡ଼ିଆ ଅସ୍ମିତାର ପରିଚୟ – ମୋହନ ମାଝୀ

ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଗାନ୍ଧି ମାର୍ଗରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ସୁଭଦ୍ରା’ ରଥର ଶୁଭାରମ୍ଭ କରାଯାଇଛି। ଏହା ଆଜିଠାରୁ ଅର୍ଥାତ ସେପ୍ଟେମ୍ୱର ୭ରୁ…

Subhadra Bus to Hit the Roads of Bhubaneswar soon

‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ହେଉଛି ଆଧାର ଅଥେଣ୍ଟିକେସନ: ମଦନ ମୋହନ ରାଉତ

ସୁଭଦ୍ରା ଯୋଜନା ଆବେଦନ ପାଇଁ ଜନସେବା କେନ୍ଦ୍ରରେ ଭିଡ଼ ପ୍ରସଙ୍ଗରେ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତଙ୍କ ସୂଚନା । ସେ କହିଛନ୍ତି ‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ହେଉଛି ଆଧାର ଅଥେଣ୍ଟିକେସନ। ମୋବାଇଲ, ବାୟୋମେଟ୍ରିକ, ଫେସ୍‌,…