Tag: Subhdra yojana

Subhadra Scheme Completes Two Years: ସୁଭଦ୍ରା ଯୋଜନାର ୨ ବର୍ଷ ପୂର୍ତ୍ତି: ଘରେ ଘରେ ଦୀପ ଜାଳି ଉତ୍ସବ ପାଳନ କରିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ରାଜ୍ୟର ଅଗ୍ରଣୀ ମହିଳା ସଶକ୍ତୀକରଣ ଯୋଜନା ‘ସୁଭଦ୍ରା’ ଆସନ୍ତାକାଲି ୨ ବର୍ଷ ପୂରଣ କରିବାକୁ ଯାଉଛି। ଏହି ଅବସରରେ ଘରେ ଘରେ ଦୀପ ଜାଳି ଉତ୍ସବ ପାଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟର ମହିଳାମାନଙ୍କୁ ଆହ୍ୱାନ ଦେଇଛନ୍ତି। ସନ୍ଧ୍ୟା…

Subhadra Yojana: ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା଼; ନୂଆ ଆବେଦନକାରୀଙ୍କୁ ଏକାସଙ୍ଗେ ମିଳିବ ୫ଟି କିସ୍ତି: ପ୍ରଭାତୀ ପରିଡା

ଆସନ୍ତା ଅଗଷ୍ଟ ୨୮ ରାକ୍ଷୀ ପୂର୍ଣ୍ଣିମା ଦିନ ମିଳିବ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଏଥର ସୁଭଦ୍ରା ଯୋଜନାର…

Subhadra Yojana Registration: ୫ ଦିନ ବଢିପାରେ ସୁଭଦ୍ରା ପଞ୍ଚିକରଣର ଅବଧି; ସଙ୍କେତ ଦେଲେ ଉପମୁଖ୍ୟମନ୍ତ୍ରୀ

ଆହୁରି ୫ ଦିନ ବଢିପାରେ ସୁଭଦ୍ରା ପଞ୍ଚିକରଣର ଅବଧି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। ଏ ନେଇ ଆଜି ଉପମୁଖ୍ୟମନ୍ତ୍ରୀ ସୁଭଦ୍ରା ପଞ୍ଜିକରଣ ଅବଧି ବୃଦ୍ଧି ନେଇ ସଙ୍କେତ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ୨୧ ରୁ ୬୦ ବର୍ଷ…

Subhadra Yojana: ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା

ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଥିଲେ ମିଳିବନି ସୁଭଦ୍ରା ଟଙ୍କା ।…

୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍ । ଯେଉଁ ସୁଭଦ୍ରା ହିତାଧିକାରୀ ୬୦ ବର୍ଷ ହୋଇଯାଇଥିବା ସେମାନଙ୍କୁ ଏଣିକି ବାର୍ଦ୍ଧକ୍ୟା ଭତ୍ତା ପ୍ରଦାନ କରିବେ ରାଜ୍ୟ ସରକାର। ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ୬୦ ବର୍ଷ ବୟସ…

ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ୍

ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନା ସଫଳ ଭାବରେ ଏକ ବର୍ଷ ପୂରଣ କରିବାକୁ ଯାଉଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମଗ୍ର ଓଡ଼ିଶାରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ରାଜ୍ୟରେ ସୁଭଦ୍ରା ଯୋଜନାରେ ଅଭିଯୋଗ ସମାଧାନ ପ୍ରକ୍ରିୟାକୁ…

ବଞ୍ଚିତ ହେବେନି ଯୋଗ୍ୟ ହିତାଧିକାରୀ; ଡୋର-ଟୁ-ଡୋର କରାଯିବ ସର୍ଭେ

‘ସୁଭଦ୍ରା’ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ସେ କହିଛନ୍ତି ବଞ୍ଚିତ ହେବେନି ଯୋଗ୍ୟ ହିତାଧିକାରୀ । ତୃତୀୟ ପର୍ଯ୍ୟାୟରୁ ବଞ୍ଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ଡୋର-ଟୁ-ଡୋର ସର୍ଭେ କରାଯିବ । ଅନେକ…

ଏପ୍ରିଲ ୨୨-୨୩ରେ ମିଳିବ ‘ସୁଭଦ୍ରା’ କିସ୍ତି

ଆସନ୍ତା ୨୨ ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ବାଦ ପଡ଼ିଥିବା ୧ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି…

ସୁଭଦ୍ରା ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା ହିତାଧିକାରୀ।…

ସୁଭଦ୍ରା ଆବେଦନର ଶେଷ ତାରିଖ ମାର୍ଚ୍ଚ ୩୧

ସୁଭଦ୍ରାକୁ ନେଇ ଆସିଲା ବଡ଼ ଘୋଷଣା। ମାର୍ଚ୍ଚ ୩୧ ହେଉଛି ସୁଭଦ୍ରା ଯୋଜନାରେ ଆବେଦନର ଶେଷ ତାରିଖ। ଯେଉଁମାନେ ଯୋଗ୍ୟ ହିତାଧିକାରୀ ଏବଂ ସୁଭଦ୍ରା ଯୋଜନାରେ ଆବେଦନ କରିନାହାନ୍ତି। ସେମାନଙ୍କ ପାଇଁ ଚଳିତ ମାସ ତଥା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଡେଟଲାଇନ୍…