ତାଜା ଖବର ରାଜନୀତି ରାଜ୍ୟ ନଭେମ୍ବର ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ November 2, 2024 Papirani ନଭେମ୍ବର ଶେଷ ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ନଭେମ୍ବର ଶେଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନାରେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କ ପାଇଁ ଆସିବ ଗାଇଡ଼ ଲାଇନ; ଉପମୁଖ୍ୟମନ୍ତ୍ରୀ November 1, 2024 Papirani ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା। ସେ କହିଛନ୍ତି, ଖୁବ୍ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ପର୍ଯ୍ୟାୟର ଟଙ୍କା ମିଳିବ। କିନ୍ତୁ ଏହା ପୂର୍ବରୁ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆସିବ। ବାଦ୍ ପଡ଼ିଥିବା…
ତାଜା ଖବର ରାଜନୀତି ରାଜ୍ୟ ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ମିଳିବ ‘ସୁଭଦ୍ରା’ ଟଙ୍କା October 30, 2024 Papirani ଖୁବ୍ ଶୀଘ୍ର ଆସିବାକୁ ଯାଉଛି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି । ପ୍ରଥମ କିସ୍ତିର ପ୍ରଥମ ଏବଂ ଦ୍ଵିତୀୟ…
ତାଜା ଖବର ରାଜନୀତି ରାଜ୍ୟ ଆସିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା October 9, 2024 Papirani ଆଜି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା। ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଆକାଉଣ୍ଟକୁ ଆସିଛି। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ October 8, 2024 Papirani ଆସନ୍ତାକାଲି ଅଥାତ୍ ୯ ତାରିଖ ( ବୁଧବାର) ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ସୁଭଦ୍ରା ଟଙ୍କା ଆସିବ ବୋଲି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ…