Tag: Subhdra yojana

ମାର୍ଚ୍ଚ ୭ ସୁଭଦ୍ରା ଯୋଜନା ଆବେଦନର ଡେଡ୍‌ଲାଇନ୍‌

୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ ତେଣୁ ମାର୍ଚ୍ଚ…

ସୁଭଦ୍ରା ଯୋଜନାରେ ବାଦ୍ ପଡ଼ିଥିବା ମହିଳାଙ୍କୁ କାଲି ମିଳିବ ଟଙ୍କା

ଆସନ୍ତାକାଲି ସୁଭଦ୍ରା ଯୋଜନାରେ ସାମିଲ ହେବେ ବାଦ ପଡ଼ିଥିବା ଆବେଦନକାରୀ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ । ଏଥର ପ୍ରାୟ ୨୦ ଲକ୍ଷ ମହିଳା ପାଇବେ ଟଙ୍କା । ବାଦ୍ ପଡ଼ିଥିବା ୨୨ପ୍ରତିଶତ…

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଆଜି ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ରାଜ୍ୟର ସମସ୍ତ ଆଙ୍ଗନବାଡି କର୍ମୀ ଏବଂ ସହାୟିକାଙ୍କୁ ଡିସେମ୍ବର ସୁଦ୍ଧା…

ନଭେମ୍ବର ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

ନଭେମ୍ବର ଶେଷ ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ନଭେମ୍ବର ଶେ‌ଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ…

ସୁଭଦ୍ରା ଯୋଜନାରେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କ ପାଇଁ ଆସିବ ଗାଇଡ଼ ଲାଇନ; ଉପମୁଖ୍ୟମନ୍ତ୍ରୀ

‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା। ସେ କହିଛନ୍ତି, ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ପର୍ଯ୍ୟାୟର ଟଙ୍କା ମିଳିବ। କିନ୍ତୁ ଏହା ପୂର୍ବରୁ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆସିବ। ବାଦ୍‌ ପଡ଼ିଥିବା…

ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ମିଳିବ ‘ସୁଭଦ୍ରା’ ଟଙ୍କା

ଖୁବ୍‌ ଶୀଘ୍ର ଆସିବାକୁ ଯାଉଛି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି । ପ୍ରଥମ କିସ୍ତିର ପ୍ରଥମ ଏବଂ ଦ୍ଵିତୀୟ…

ଆସିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଆଜି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା। ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଆକାଉଣ୍ଟକୁ ଆସିଛି। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା…

ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଅଥାତ୍ ୯ ତାରିଖ ( ବୁଧବାର) ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ସୁଭଦ୍ରା ଟଙ୍କା ଆସିବ ବୋଲି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ…