Tag: Sudha Murty

ରାଜ୍ୟ ସଭା ପାଇଁ ମନୋନୀତ ହେଲେ ସୁଧା ମୂର୍ତ୍ତି

ନୂଆଦିଲ୍ଲୀ: ପ୍ରସିଦ୍ଧ ବିଜନେସମ୍ୟାନ ତଥା ଇନଫୋସିସର ଚେୟାରମ୍ୟାନ ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ସୁଧା ମୂର୍ତ୍ତିଙ୍କୁ ରାଜ୍ୟ ସଭା ପାଇଁ ମନୋନୀତ କରାଯାଇଛି। ସୁଧା ମୁର୍ତ୍ତିଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହା ମହିଳା ଶକ୍ତିର ଏକ ଶକ୍ତିଶାଳୀ…