ତାଜା ଖବର ରାଜ୍ୟ ପାଇଖାନା ଟାଙ୍କି ସଫା ବେଳେ ଅଘଟଣ; ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ June 3, 2025 Papirani ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ । ଏହି ଭଳି ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ପଡ଼ଲଗୁଡ଼ା ଗାଁରେ । ପାଇଖାନା ଟାଙ୍କି ସଫା ବେଳେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ୪ଜଣଙ୍କ ଜୀବନ । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ…