Tag: Sugar price

Sugar Prices Rise: ଇଥାନଲ୍ ପାଇଁ ବୃଦ୍ଧି ହେଉଛି ଚିନି ଦର: କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ଚିନି ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟିଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ ଆଜି ରାଜ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିଜର ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଇଥାନଲ୍ ଉତ୍ପାଦନ ପାଇଁ ଚିନିର ଦରବୃଦ୍ଧି…