ତାଜା ଖବର ଦେଶ ରାଜନୀତି ସ୍ୱର୍ଣ୍ଣମନ୍ଦିର ସମ୍ମୁଖରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କୁ ଗୁଳିମାଡ December 4, 2024 Papirani ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣ ମନ୍ଦିରରେ ସେବା କରୁଥିବା ବେଳେ ଶିରୋମଣି ଅକାଳୀ ଦଳ ମୁଖ୍ୟ ତଥା ପଞ୍ଜାବର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରକୁ ହେଲା ଗୁଳିମାଡ଼। ମାତ୍ର ସୌଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ସୁଖବୀର ସିଂ…