ତାଜା ଖବର ରାଜ୍ୟ Summative Assessment-I Dates Declared: ସେପ୍ଟେମ୍ବର ଶେଷ ସପ୍ତାହରେ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା August 31, 2026 Papirani ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମ ପର୍ଯ୍ୟାୟ ସମେଟିଭ୍ ଆସେସମେଣ୍ଟ-୧ ଆସନ୍ତା ସେପ୍ଟେମ୍ବର ମାସର ଚତୁର୍ଥ ସପ୍ତାହରେ ଅନୁଷ୍ଠିତ ହେବାକୁ ଯାଉଛି। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା…